Non ti piace? Non importa! Puoi restituire gli articoli fino a 30 giorni
Non puoi sbagliarti con un buono regalo. Con il buono regalo, il destinatario può scegliere qualsiasi prodotto della nostra offerta.
Fino a 30 giorni per il reso
ମନୋରଂଜନ ପଟ୍ଟନାୟକ ୫୨ ବର୍ଷରୁ ଊର୍ଦ୍ଧ୍ୱ ସମୟ ଧରି ମୁମ୍ବଇରେ ରହୁଛନ୍ତି । ଏଯାଏଁ ତାଙ୍କର ୧୦ଟି ଅନୂଦିତ ପୁସ୍ତକ ପ୍ରକାଶ ପାଇଛି । ସେଗୁଡ଼ିକ ହେଲା- 'ଓମାର କାବ୍ୟ', 'ମେଘଦୂତ', 'ଗୀତାଞ୍ଜଳି' (ନୋବେଲ ପୁରସ୍କାର ପ୍ରାପ୍ତ), 'ମଧୁଶାଳା', 'ଋତୁସଂହାର', 'ଓମାର ଖୈୟାମ- ରୁବାଇୟାତ', 'ପାବ୍ଲୋ ନେରୁଦା- ଶହେଟି ପ୍ରେମର ସନେଟ୍ ଓ ୨୦ଟି କବିତା ପ୍ରେମର ଓ ଗୋଟିଏ ଗୀତ ହତାଶାର', 'ଶ୍ରୀମଦ୍ଭଗବଦ୍ଗୀତା', 'ହଂସଦୂତ', 'ଦ୍ରଷ୍ଟା' । 'ମୃତ୍ୟୁବୋଧ: ଜୀବନବୋଧ' ଶ୍ରୀ ପଟ୍ଟନାୟକଙ୍କର ଏକାଦଶ ଅନୂଦିତ ପୁସ୍ତକ । ପାଠକ ପାଠିକାମାନେ ଏହାକୁ ପସନ୍ଦ କରିବେ ବୋଲି ଆଶା । ମୋ-୯୯୮୭୦୨୨୯୩୦ ।