Non ti piace? Non importa! Puoi restituire gli articoli fino a 30 giorni
Non puoi sbagliarti con un buono regalo. Con il buono regalo, il destinatario può scegliere qualsiasi prodotto della nostra offerta.
Fino a 30 giorni per il reso
ଗାଳ୍ପିକ ରଜନୀକାନ୍ତ ମହାନ୍ତିଙ୍କ ଗଳ୍ପ ଜଗତକୁ ନେଇ ଏହି "ରଜନୀକାନ୍ତ ଗଳ୍ପମାନସ: ବୀକ୍ଷା ଓ ବିମର୍ଶ" ସମୀକ୍ଷା ଗ୍ରନ୍ଥରେ ଶାନ୍ତନୁଙ୍କ ଗବେଷଣାତ୍ମକ ଅନ୍ତର୍ଦୃଷ୍ଟି ପ୍ରକାଶିତ । ଭାବବସ୍ତୁଭିତ୍ତିକ ଓ ଶୈଳୀତାତ୍ତ୍ୱିକ ଦୃଷ୍ଟିରୁ ପର୍ଯ୍ୟାଲୋଚିତ ଏହି ଗବେଷଣାତ୍ମକ ପୁସ୍ତକ ପାଠକ ତଥା ଗବେଷକମାନଙ୍କ ପ୍ରିୟଭାଜନ ହୋଇପାରିବ ନିଶ୍ଚୟ ।